ରାଜେନ୍ଦ୍ର କୁମାର ସାହୁ
ଓଡ଼ିଆ ରାଜନୀତିଜ୍ଞ
ରାଜେନ୍ଦ୍ର କୁମାର ସାହୁ (ଜନ୍ମ: ୬ ଜୁଲାଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଜେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ଓ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜେନ୍ଦ୍ର କୁମାର ସାହୁ | |
---|---|
![]() | |
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ନିର୍ବାଚନ ମଣ୍ଡଳୀ | ଖୋର୍ଦ୍ଧା |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯେଁ | |
ପୂର୍ବ ଅଧିକାରୀ | ପ୍ରଶାନ୍ତ କୁମାର ଜଗଦେବ |
ନିର୍ବାଚନ ମଣ୍ଡଳୀ | ବେଗୁନିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜୁଲାଇ ୧୯୬୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନସମ୍ପାଦନ କରନ୍ତୁ
ରାଜେନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାରସମ୍ପାଦନ କରନ୍ତୁ
- ↑ ୧.୦ ୧.୧ ୧.୨ "Shri Rajendra Kumar Sahoo". odishaassembly.nic.in. Odisha Assembly. Retrieved 17 May 2020.