ରାଜେନ୍ଦ୍ର ଢୋଲକିଆ

ଓଡ଼ିଆ ରାଜନୀତିଜ୍ଞ

ରାଜେନ୍ଦ୍ର ଢୋଲକିଆ (ଜନ୍ମ: ୨୦ ନଭେମ୍ବର ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜେନ୍ଦ୍ର ଢୋଲକିଆ
Rajendra Dholakia.jpg
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବସନ୍ତ କୁମାର ପଣ୍ଡା
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବିଧାୟକ: ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୧୪
ପୂର୍ବ ଅଧିକାରୀବସନ୍ତ କୁମାର ପଣ୍ଡା
ପର ଅଧିକାରୀବସନ୍ତ କୁମାର ପଣ୍ଡା
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1956-11-20) ୨୦ ନଭେମ୍ବର ୧୯୫୬ (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀକଳ୍ପନା ଢୋଲକିଆ
ବାପା/ବୋଉରସିକଲାଲ ଢୋଲକିଆ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ରାଜେନ୍ଦ୍ର ଢୋଲକିଆ ୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରସିକଲାଲ ଢୋଲକିଆ ଓ ପତ୍ନୀଙ୍କ ନାମ କଳ୍ପନା ଢୋଲକିଆ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ରାଜେନ୍ଦ୍ର ଢୋଲକିଆ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ନୂଆପଡ଼ା ସ୍ୱାଧୀନ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ନୂଆପଡ଼ା ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ନୂଆପଡ଼ା ବିଜୁ ଜନତା ଦଳ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Rajendra Dholakia". odishaassembly.nic.in. Odisha Assembly. Retrieved 22 June 2021.

ବାହାର ଆଧାରସମ୍ପାଦନ କରନ୍ତୁ