ରାଧାମୋହନ ପଣ୍ଡା

ଓଡ଼ିଆ ରାଜନୀତିଜ୍ଞ

ରାଧାମୋହନ ପଣ୍ଡା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ାରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ମନୋନୀତ ହୋଇଥିଲେ ।[୧][୨]

ରାଧାମୋହନ ପଣ୍ଡା
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀରାୟଗଡ଼ା (ମନୋନୀତ)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ରାଧାମୋହନ ପଣ୍ଡା ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର ସମ୍ପାଦନା

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Radha Mohan Panda". odishaassembly.nic.in. Odisha Assembly. Retrieved 28 November 2023.