ରାମକୃଷ୍ଣ ପତି

ଓଡ଼ିଆ ରାଜନୀତିଜ୍ଞ

ରାମକୃଷ୍ଣ ପତି (୫ ଡିସେମ୍ବର ୧୯୦୯ - ୧୬ ଜୁନ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାମକୃଷ୍ଣ ପତି
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1909-12-05)୫ ଡିସେମ୍ବର ୧୯୦୯
ମୃତ୍ୟୁ୧୬ ଜୁନ ୧୯୮୬(1986-06-16) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
ଜୀବନ ସାଥୀଶକୁନ୍ତଳା ପତି
ବାପା/ବୋଉଅନନ୍ଦ ଚନ୍ଦ୍ର ପତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରାମକୃଷ୍ଣ ପତି ୧୯୦୯ ମସିହାର ଡିସେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ଦ ଚନ୍ଦ୍ର ପତି ଓ ପତ୍ନୀଙ୍କ ନାମ ଶକୁନ୍ତଳା ପତି ।[୧]

ରାଜନୈତିକ ଜୀବନ ସମ୍ପାଦନା

ରାମକୃଷ୍ଣ ପତି ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ରାମକୃଷ୍ଣ ପତି ୧୯୮୬ ମସିହାର ଜୁନ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Rama Krushna Pati". odishaassembly.nic.in. Odisha Assembly. Retrieved 15 September 2022.