ରାମଚନ୍ଦ୍ର ରଥ

ଭାରତୀୟ ଓଡ଼ିଆ-ଭାଷୀ ଲେଖକ

ରାମଚନ୍ଦ୍ର ରଥ (ଜନ୍ମ: ୬ ଅପ୍ରେଲ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଲୋକ ସଭାର ସାଂସଦ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୭୭, ୧୯୮୦ ଓ ୧୯୯୧ ଭାରତୀୟ ସାଧାରଣ ନିର୍ବାଚନରେ ସେ ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ୧୦ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ରାମଚନ୍ଦ୍ର ରଥ
ସାଂସଦ: ୧୦ମ ଲୋକ ସଭା
କାର୍ଯ୍ୟକାଳ
୧୯୯୧ – ୧୯୯୬
ପୂର୍ବ ଅଧିକାରୀଅନନ୍ତ ନାରାୟଣ ସିଂହ ଦେଓ
ପର ଅଧିକାରୀବିଜୁ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଆସିକା
ସାଂସଦ: ୬ଷ୍ଠ, ୭ମ ଲୋକ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୪
ପୂର୍ବ ଅଧିକାରୀଦୁତିକୃଷ୍ଣ ପଣ୍ଡା
ପର ଅଧିକାରୀସୋମନାଥ ରଥ
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1945-04-06) ୬ ଅପ୍ରେଲ ୧୯୪୫ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉବିନାୟକ ରଥ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ

ରାମଚନ୍ଦ୍ର ୧୯୪୫ ମସିହାର ଅପ୍ରେଲ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିନାୟକ ରଥ ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧]

ଲୋକ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୭୯ ସଭ୍ୟ, ୬ଷ୍ଠ ଲୋକ ସଭା ଆସିକା ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୪ ସଭ୍ୟ, ୭ମ ଲୋକ ସଭା ଆସିକା କଂଗ୍ରେସ (ଇ)
୧୯୯୧ ୧୯୯୬ ସଭ୍ୟ, ୧୦ମ ଲୋକ ସଭା ଆସିକା କଂଗ୍ରେସ

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Rama Chandra Rath". odishaassembly.nic.in. Odisha Assembly. Retrieved 22 February 2021.