ରାମ ଚନ୍ଦ୍ର ହାଁସଦା
ଓଡ଼ିଆ ରାଜନୀତିଜ୍ଞ (୧୯୩୩ - ୨୦୧୧)
ରାମ ଚନ୍ଦ୍ର ହାଁସଦା (୧୯ ଜୁନ ୧୯୩୩ - ୨୬ ଅପ୍ରେଲ ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାମ ଚନ୍ଦ୍ର ହାଁସଦା | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ସୋନାରାମ ସୋରେନ |
ପର ଅଧିକାରୀ | ଭାଗେୟ ଗୋବର୍ଦ୍ଧନ |
ନିର୍ବାଚନ ମଣ୍ଡଳୀ | ବାହାଲ୍ଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜୁନ ୧୯, ୧୯୩୩ |
ମୃତ୍ୟୁ | ୨୬ ଅପ୍ରେଲ ୨୦୧୧ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାରାମ ଚନ୍ଦ୍ର ହାଁସଦା ୧୯୩୩ ମସିହାର ଜୁନ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]
ରାଜନୈତିକ ଜୀବନ
ସମ୍ପାଦନାରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାରାମ ଚନ୍ଦ୍ର ହାଁସଦା ୨୦୧୧ ମସିହାର ଅପ୍ରେଲ ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Rama Chandra Hansdah". odishaassembly.nic.in. Odisha Assembly. Retrieved 30 September 2019.