ରାମ ଲକ୍ଷ୍ମଣ
୧୯୯୭ର ଓଡ଼ିଆ କଥାଚିତ୍ର
ରାମ ଲକ୍ଷ୍ମଣ, ୧୯୯୭ ମିସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବି. ପ୍ରମିଳା । ପ୍ରମିଳା ରାଉତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଶ୍ରେର୍ଷାନନ୍ଦ ଦାସ କାନୁନ୍ଗୋ ଓ ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨][୩]
ରାମ ଲକ୍ଷ୍ମଣ | |
---|---|
ନିର୍ଦ୍ଦେଶକ | ସଂଗ୍ରାମ ବିଶ୍ୱାଳ |
ପ୍ରଯୋଜକ | ବି. ପ୍ରମିଳା |
ସଂଳାପ | ଶୀର୍ଷାନନ୍ଦ ଦାସ କାନୁନ୍ଗୋ, ସଂଗ୍ରାମ ବିଶ୍ୱାଳ |
ଚିତ୍ରନାଟ୍ୟ | ସଂଗ୍ରାମ ବିଶ୍ୱାଳ |
କାହାଣୀ | ପ୍ରମିଳା ରାଉତ |
କଳାକାର | ବିଜୟ ମହାନ୍ତି, ଶ୍ରୀତମ ଦାସ, ରାଇମୋହନ ପରିଡ଼ା, ସ୍ନିଗ୍ଧା ମହାନ୍ତି, ବ୍ରଜ ସିଂହ, ଜୟୀରାମ ସାମଲ, ପ୍ରଦ୍ୟୁମ୍ନ ଲେଙ୍କା |
ସଙ୍ଗୀତ | ଅମରେନ୍ଦ୍ର ମହାନ୍ତି |
ଚିତ୍ରଗ୍ରହଣ | ଦିଲ୍ଲୀପ ରାୟ |
ସମ୍ପାଦକ | ବିଶ୍ୱନାଥ ରାଓ |
ମୁକ୍ତିଲାଭ ତାରିଖ | ୧୯୯୭ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ବିଜୟ ମହାନ୍ତି, ଶ୍ରୀତମ ଦାସ, ରାଇମୋହନ ପରିଡ଼ା, ସ୍ନିଗ୍ଧା ମହାନ୍ତି, ବ୍ରଜ ସିଂହ, ଜୟୀରାମ ସାମଲ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ହର ପଟ୍ଟନାୟକ, ତନ୍ଦ୍ରା ରାୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
ସମ୍ପାଦନାକାହାଣୀ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅମରେନ୍ଦ୍ର ମହାନ୍ତି । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।
ଗୀତ
ସମ୍ପାଦନାକ୍ରମ | ଗୀତ | ସମୟ |
---|
ଆଧାର
ସମ୍ପାଦନା- ↑ "ଓଲିଉଡ଼୍ରେ ଏକ ଲମ୍ବା ଇନିଂସ ଖେଳିବାକୁ ପ୍ରସ୍ତୁତ ଏହି ନାୟକ | Sambad". Sambad (in Odia). ଓଡ଼ିଶା. 9 September 2018. Archived from the original on 13 September 2018. Retrieved 10 September 2018.
{{cite news}}
: CS1 maint: unrecognized language (link) - ↑ "ପରଦା ଉପରେ ଏହି ଓଲିଉଡ ନିର୍ଦ୍ଦେଶକ". sambad.in. 3 March 2018. Retrieved 5 March 2018.
- ↑ "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ରାମ ଲକ୍ଷ୍ମଣ