ରୋହିତ ପୂଜାରୀ

ଓଡ଼ିଆ ରାଜନୀତିଜ୍ଞ

ରୋହିତ ପୂଜାରୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରୋହିତ ପୂଜାରୀ
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀପ୍ରସନ୍ନ ଆଚାର୍ଯ୍ୟ
ନିର୍ବାଚନ ମଣ୍ଡଳୀରେଢ଼ାଖୋଲ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ରୋହିତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ୨୦୧୪ ମସିହାରୁ ଏବେଯେଁ ଓଡ଼ିଶା ରାଜ୍ୟ ସରକାରଙ୍କର ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ବର୍ତ୍ତମାନ ସେ ଓଡ଼ିଶା ବିଧାନ ସଭାରେ ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବରେ କାର୍ଯ୍ୟ କରୁଛନ୍ତି ।[୨][୩]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Rohit Pujari". odishaassembly.nic.in. Odisha Assembly. Retrieved 5 September 2020.
  2. "ରୋହିତ ହେଲେ ବିଜେଡିର ଉପମୁଖ୍ୟ ସଚେତକ". ଧରିତ୍ରୀ. 23 September 2020. Retrieved 5 September 2020.
  3. "ଓଡ଼ିଶା ବିଧାନ ସଭାର ସରକାରୀ ଦଳର ଉପମୁଖ୍ୟ ସଚେତକ ହେଲେ ରୋହିତ ପୂଜାରୀ | Sambad". ସମ୍ବାଦ. sambad.in. 23 September 2019. Retrieved 5 September 2020.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Rohit Pujari-ସମ୍ପର୍କିତ ମିଡ଼ିଆ