ରୋହିଦାସ ସୋରେନ

ଓଡ଼ିଆ ରାଜନୀତିଜ୍ଞ

ରୋହିଦାସ ସୋରେନ (୨୩ ସେପ୍ଟେମ୍ବର ୧୯୪୭ - ୩୧ ଜାନୁଆରୀ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରୋହିଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରୋହିଦାସ ସୋରେନ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀଉଦଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-09-23)ସେପ୍ଟେମ୍ବର ୨୩, ୧୯୪୭
ମୃତ୍ୟୁ୩୧ ଜାନୁଆରୀ ୨୦୦୧(2001-01-31) (ବୟସ ୫୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀବୁଧୁନୀ ସୋରେନ
ବାପା/ବୋଉଦୁର୍ଗା ଚରଣ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ରୋହିଦାସ ସୋରେନ ୧୯୪୭ ମସିହାର ସେପ୍ଟେମ୍ବର ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୁର୍ଗା ଚରଣ ସୋରେନ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ବୁଧୁନୀ ସୋରେନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରୋହିଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ ସମ୍ପାଦନା

ରୋହିଦାସ ସୋରେନ ୨୦୦୧ ମସିହାର ଜାନୁଆରୀ ମାସ ୩୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Rohidas Soren". odishaassembly.nic.in. Odisha Assembly. Retrieved 30 August 2019.