ଲକ୍ଷ୍ମଣ ପୂଜାରୀ

ଓଡ଼ିଆ ରାଜନେତା

ଲକ୍ଷ୍ମଣ ପୂଜାରୀ (ଜନ୍ମ: ୩ ଅଗଷ୍ଟ ୧୯୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଲକ୍ଷ୍ମଣ ପୂଜାରୀ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଗଙ୍ଗା ମୁଦୁଲି
ପର ଅଧିକାରୀତୋୟକ ସଙ୍ଗଣା
ନିର୍ବାଚନ ମଣ୍ଡଳୀକୋରାପୁଟ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-08-02)୨ ଅଗଷ୍ଟ ୧୯୨୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀକମଳା ଜାନି
ବାପା/ବୋଉସେଭ ପୂଜାରୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଲକ୍ଷ୍ମଣ ପୂଜାରୀ ୧୯୨୦ ମସିହାର ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସେଭ ପୂଜାରୀ ଓ ପତ୍ନୀଙ୍କ ନାମ କମଳା ଜାନି ।[୧]

ରାଜନୈତିକ ଜୀବନ ସମ୍ପାଦନା

ଲକ୍ଷ୍ମଣ ପୂଜାରୀ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Laxmana Pujari". odishaassembly.nic.in. Odisha Assembly. Retrieved 10 March 2022.