ଲକ୍ଷ୍ମଣ ମୁଣ୍ଡା

ଓଡ଼ିଆ ରାଜନୀତିଜ୍ଞ

ଲକ୍ଷ୍ମଣ ମୁଣ୍ଡା (ଜନ୍ମ: ୧୮ ଜୁଲାଇ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଲକ୍ଷ୍ମଣ ମୁଣ୍ଡା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀଭୀମସେନ ଚୌଧୁରୀ
ନିର୍ବାଚନ ମଣ୍ଡଳୀବଣାଇ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଦୟାନିଧି କିଷାନ
ପର ଅଧିକାରୀଭୀମସେନ ଚୌଧୁରୀ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1963-07-18) ୧୮ ଜୁଲାଇ ୧୯୬୩ (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
ଜୀବନ ସାଥୀସାବିତ୍ରୀ ମୁଣ୍ଡା
ବାପା/ବୋଉବାଗୁନ ମୁଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ

ଲକ୍ଷ୍ମଣ ମୁଣ୍ଡା ୧୯୬୩ ମସିହାର ଜୁଲାଇ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଗୁନ ମୁଣ୍ଡା ଏବଂ ମାଆଙ୍କ ନାମ ସାବିତ୍ରୀ ମୁଣ୍ଡା ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ଲକ୍ଷ୍ମଣ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବଣାଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
୨୦୦୯ ୨୦୧୪ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବଣାଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
୨୦୧୯ -- ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବଣାଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Laxman Munda". odishaassembly.nic.in. Odisha Assembly. Retrieved 29 November 2020.

ବାହାର ଆଧାର ସମ୍ପାଦନ କରନ୍ତୁ

  •   ଉଇକିମିଡ଼ିଆ କମନ୍ସରେ Laxman Munda-ସମ୍ପର୍କିତ ମିଡ଼ିଆ