ଲକ୍ଷ୍ମଣ ସୋରେନ

ଓଡ଼ିଆ ରାଜନୀତିଜ୍ଞ

ଲକ୍ଷ୍ମଣ ସୋରେନ (ଜନ୍ମ: ୧୫ ଅପ୍ରେଲ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବହଳଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଲକ୍ଷ୍ମଣ ସୋରେନ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ନିର୍ବାଚନ ମଣ୍ଡଳୀବହଳଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1956-04-15) ୧୫ ଅପ୍ରେଲ ୧୯୫୬ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଦେଓଳା ସୋରେନ
ବାପା/ବୋଉହମବାଇ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଲକ୍ଷ୍ମଣ ସୋରେନ ୧୯୫୬ ମସିହାର ଅପ୍ରେଲ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହମବାଇ ସୋରେନ ଓ ପତ୍ନୀଙ୍କ ନାମ ଦେଓଳା ସୋରେନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଲକ୍ଷ୍ମଣ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Laxman Soren". odishaassembly.nic.in. Odisha Assembly. Retrieved 11 August 2022.