ଲଳିତ ମୋହନ ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

ଲଳିତ ମୋହନ ମହାନ୍ତି (୮ ଜୁନ ୧୯୩୭ - ୧୧ ଜୁନ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଲଳିତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ଲଳିତ ମୋହନ ମହାନ୍ତି
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀସମୀର କୁମାର ରାଉତରାୟ
ପର ଅଧିକାରୀତ୍ରିଲୋଚନ ମାନସିଂହ ହରିଚନ୍ଦନ
ନିର୍ବାଚନ ମଣ୍ଡଳୀବଡ଼ମ୍ବା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1937-08-06)ଅଗଷ୍ଟ ୬, ୧୯୩୭
ମୃତ୍ୟୁ୧୧ ଜୁନ ୨୦୦୦(2000-06-11) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଇନ୍ଦିରା ମହାନ୍ତି
ବାପା/ବୋଉରାଜ କିଶୋର ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ସମ୍ପାଦନା

ଲଳିତ ମୋହନ ମହାନ୍ତି ୧୯୩୭ ମସିହାର ଜୁନ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜ କିଶୋର ମହାନ୍ତି ଏବଂ ପତ୍ନୀଙ୍କ ନାମ ଇନ୍ଦିରା ମହାନ୍ତି ।[] ଲଳିତଙ୍କ ପେଶାରେ ଜଣେ ଡାକ୍ତର ଥିଲେ ।[]

ରାଜନୈତିକ ଜୀବନ

ସମ୍ପାଦନା

ଲଳିତ ମୋହନ ମହାନ୍ତି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[]

ମୃତ୍ୟୁ

ସମ୍ପାଦନା

ଲଳିତ ମାନସିଂହ ୨୦୦୦ ମସିହାର ଜୁନ ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[] ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Lalit Mohan Mohanty". odishaassembly.nic.in. Odisha Assembly. Retrieved 11 March 2020.