ଲୁଟ ତରାଜ

୧୯୮୯ର ଓଡ଼ିଆ କଥାଚିତ୍ର

ଲୁଟ ତରାଜ ୧୯୮୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ପ୍ରଶାନ୍ତ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ, କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଲୁଟ ତରାଜ
ନିର୍ଦ୍ଦେଶକପ୍ରଶାନ୍ତ ନନ୍ଦ
ପ୍ରଯୋଜକପ୍ରଶାନ୍ତ ନନ୍ଦ
ସଂଳାପପ୍ରଶାନ୍ତ ନନ୍ଦ
ଚିତ୍ରନାଟ୍ୟପ୍ରଶାନ୍ତ ନନ୍ଦ
କାହାଣୀପ୍ରଶାନ୍ତ ନନ୍ଦ
କଳାକାରପ୍ରଶାନ୍ତ ନନ୍ଦ
ଶ୍ରୀରାମ ପଣ୍ଡା
ପୃଥ୍ୱୀରାଜ ନାୟକ
ବୈଶାଳୀ ପରିଡ଼ା
ପ୍ରତିଭା ସାହୁ
ସଙ୍ଗୀତପ୍ରଶାନ୍ତ ନନ୍ଦ
ଚିତ୍ରଗ୍ରହଣଭି. ପ୍ରଭାକର
ସମ୍ପାଦକପ୍ରଶାନ୍ତ ନନ୍ଦ
ଏ. ଶ୍ରୀକର ପ୍ରସାଦ
ମୁକ୍ତିଲାଭ ତାରିଖ
୧୯୮୯
ଦେଶ ଭାରତ
ଭାଷାଓଡ଼ିଆ

ପ୍ରଶାନ୍ତ ନନ୍ଦ, ଶ୍ରୀରାମ ପଣ୍ଡା, ପୃଥ୍ୱୀରାଜ ନାୟକ, ବୈଶାଳୀ ପରିଡ଼ା, ପ୍ରତିଭା ସାହୁ, ଅଜିତ ଦାସ, ତୁଷାର ପାଣିଗ୍ରାହୀ, ରଣଜିତ, ବ୍ରଜ ସିଂହ, ମାମିନା, ଶଙ୍କର ବସୁ ମଲ୍ଲିକ, ମୁନୁ ପତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ପ୍ରଶାନ୍ତ ନନ୍ଦ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତ ରଚନା କରିଥିଲେ । ଗୀତା ଦାଶ, ସୁବାସ ଦାସ, ତୃପ୍ତି ଦାସ, ଦେବାଶିଷ ମହାପାତ୍ର, ରଘୁନାଥ ପ୍ରଧାନ, ରୋଜି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତସମୟ

ଆଧାର ସମ୍ପାଦନା

ବାହାର ଆଧାର ସମ୍ପାଦନା