ଲୋକନାଥ ଚୌଧୁରୀ

ଓଡ଼ିଆ ରାଜନୀତିଜ୍ଞ

ଲୋକନାଥ ଚୌଧୁରୀ (୧୯ ମଇ ୧୯୨୫ - ୧୨ ମଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର ଓ ଲୋକ ସଭାର ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭, ୧୯୭୪ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯୧୯୯୧ ଭାରତୀୟ ସାଧାରଣ ନିର୍ବାଚନରେ ସେ ଜଗତସିଂହପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ୧୦ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଲୋକନାଥ ଚୌଧୁରୀ
Lokanath Choudhury.jpg
ସାଂସଦ: ୯ମ, ୧୦ମ ଲୋକ ସଭା
କାର୍ଯ୍ୟକାଳ
୧୯୮୯ – ୧୯୯୬
ପର ଅଧିକାରୀରଞ୍ଜୀବ ବିଶ୍ୱାଳ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀନାରାୟଣ ବୀରବର ସାମନ୍ତ
ପର ଅଧିକାରୀଦାମୋଦର ରାଉତ
ନିର୍ବାଚନ ମଣ୍ଡଳୀଏରସମା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀରତ୍ନମାଳୀ ଜେମା
ପର ଅଧିକାରୀନାରାୟଣ ବୀରବର ସାମନ୍ତ
ନିର୍ବାଚନ ମଣ୍ଡଳୀଏରସମା
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଗୌରୀଶ୍ୟାମ ନାୟକ
ପର ଅଧିକାରୀରତ୍ନମାଳୀ ଜେମା
ନିର୍ବାଚନ ମଣ୍ଡଳୀଏରସମା
ବ୍ୟକ୍ତିଗତ ସବିଶେଷ
ଜନ୍ମ୧୯ ମଇ ୧୯୨୫(1925-05-19)
ମୃତ୍ୟୁ୧୨ ମଇ ୨୦୦୩(2003-05-12) (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
ଜୀବନ ସାଥୀମାଳତୀ ଚୌଧୁରୀ
ବାପା/ବୋଉକେଳୁଚରଣ ଚୌଧୁରୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଲୋକନାଥ ଚୌଧୁରୀ ୧୯୨୫ ମସିହାର ମଇ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କେଳୁଚରଣ ଚୌଧୁରୀ ଓ ପତ୍ନୀଙ୍କ ନାମ ମାଳତୀ ଚୌଧୁରୀ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଲୋକନାଥ ଚୌଧୁରୀ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର ଓ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ଏରସମା ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଏରସମା ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଏରସମା ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୮୯ ୧୯୯୧ ସଭ୍ୟ, ୯ମ ଲୋକ ସଭା ଜଗତସିଂପୁର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୯୧ ୧୯୯୬ ସଭ୍ୟ, ୧୦ମ ଲୋକ ସଭା ଜଗତସିଂପୁର ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ମୃତ୍ୟୁସମ୍ପାଦନ କରନ୍ତୁ

ଲୋକନାଥ ଚୌଧୁରୀ ୨୦୦୩ ମସିହାର ମଇ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ "Shri Lokanath Choudhury". odishaassembly.nic.in. Odisha Assembly. Retrieved 16 May 2022.