ଶଇବ ସୁଶୀଳ କୁମାର ହାଁସଦା
ଓଡ଼ିଆ ରାଜନୀତିଜ୍ଞ
ଶଇବ ସୁଶୀଳ କୁମାର ହାଁସଦା ଜଣେ ଓଡ଼ିଆ ରାଜନୀତିଜ୍ଞ । ସୁଶୀଳ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]
ଶଇବ ସୁଶୀଳ କୁମାର ହାଁସଦା | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ଶ୍ୟାମ ଚରଣ ହାଁସଦା |
ପର ଅଧିକାରୀ | ନବ ଚରଣ ମାଝି |
ନିର୍ବାଚନ ମଣ୍ଡଳୀ | ରାଇରଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଶଇବ ସୁଶୀଳ କୁମାର ହାଁସଦା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Saiba Sushil Kumar Hansdah". odishaassembly.nic.in. Odisha Assembly. Retrieved 27 October 2019.