ଶମ୍ଭୁନାଥ ନାଏକ

ଓଡ଼ିଆ ରାଜନୀତିଜ୍ଞ

ଶମ୍ଭୁନାଥ ନାଏକ (ଜନ୍ମ: ୨୬ ଜୁନ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶମ୍ଭୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଶମ୍ଭୁନାଥ ନାଏକ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀସୁନ୍ଦର ମୋହନ ମାଝି
ପର ଅଧିକାରୀମଙ୍ଗଳ ସିଂ ମୁଦି
ନିର୍ବାଚନ ମଣ୍ଡଳୀଜଶୀପୁର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀମଙ୍ଗଳ ସିଂ ମୁଦି
ପର ଅଧିକାରୀଭାନୁଚରଣ ନାଏକ
ନିର୍ବାଚନ ମଣ୍ଡଳୀଜଶୀପୁର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଭାନୁଚରଣ ନାଏକ
ପର ଅଧିକାରୀକମଳାକାନ୍ତ ନାୟକ
ନିର୍ବାଚନ ମଣ୍ଡଳୀଜଶୀପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-06-26) ୨୬ ଜୁନ ୧୯୪୯ (ବୟସ ୭୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବାପା/ବୋଉକାଳିଚରଣ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଶମ୍ଭୁନାଥ ନାଏକ ୧୯୪୯ ମସିହାର ଜୁନ ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାଳିଚରଣ ନାଏକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଶମ୍ଭୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Shambhu Nath Naik". odishaassembly.nic.in. Odisha Assembly. Retrieved 15 October 2019.