ଶଶିଭୂଷଣ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ଶଶିଭୂଷଣ ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ, ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ଶଶିଭୂଷଣ ପ୍ରଧାନ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀରେଢ଼ାଖୋଲ, ସୋନପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଶଶିଭୂଷଣ ପ୍ରଧାନ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Sashibhusan Pradhan". odishaassembly.nic.in. Odisha Assembly. Retrieved 6 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୭୪. ISBN 978-81-89436-54-4. Retrieved 6 January 2024.{{cite book}}: CS1 maint: unrecognized language (link)