ଶିବାଜୀ ମାଝି

ଓଡ଼ିଆ ରାଜନୀତିଜ୍ଞ

ଶିବାଜୀ ମାଝି (ଜନ୍ମ: ୧ ଅପ୍ରେଲ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଶିବାଜୀ ମାଝି
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀବଳଭଦ୍ର ମାଝି
ନିର୍ବାଚନ ମଣ୍ଡଳୀଲାଞ୍ଜିଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-04-01) ୧ ଅପ୍ରେଲ ୧୯୭୨ (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରୂପା ମାଝି
ବାପା/ବୋଉନୃସିଂହ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

' ଜନ୍ମ, ପରିବାର ଓ ଶିକ୍ଷା ' ଶିବାଜୀ ମାଝି ୧୯୭୨ ମସିହାର ଅପ୍ରେଲ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୃସିଂହ ମାଝି ଓ ପତ୍ନୀଙ୍କ ନାମ ରୂପା ମାଝି ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ଶିବାଜୀ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୩୮ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ବଳଭଦ୍ର ମାଝିଙ୍କୁ ୩,୦୩୯ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨][୩]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ କଂଗ୍ରେସର ପ୍ରାର୍ଥୀ ଭାବରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୮,୧୦୫ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ୧୪,୩୦୮ ଖଣ୍ଡ ଭୋଟ୍‌ରେ ବିଜେଡିର ପ୍ରଦୀପ କୁମାର ଦିଶାରୀଙ୍କଠାରୁ ପରାସ୍ତ ହୋଇଥିଲେ ।[୨]

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Shibaji Majhi". odishaassembly.nic.in. Odisha Assembly. Retrieved 7 June 2021.
  2. ୨.୦ ୨.୧ "Lanjigarh Assembly Election Results 2019 Live: Lanjigarh Constituency (Seat) Election Results, Live News". News18. Retrieved 8 June 2021.
  3. Giri, Smruti Sangita (11 April 2019). "ଲାଞ୍ଜିଗଡ଼ର 'ଗଡ଼' ହାତେଇବ କିଏ ?". Kanak News (in ଓଡ଼ିଆ). kanaknews.com. Archived from the original on 31 May 2021. Retrieved 31 May 2021.{{cite news}}: CS1 maint: unrecognized language (link)