ଶ୍ୟାମ ଚରଣ ହାଁସଦା

ଓଡ଼ିଆ ରାଜନୀତିଜ୍ଞ

ଶ୍ୟାମ ଚରଣ ହାଁସଦା (ଜନ୍ମ: ୩ ଜୁଲାଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଲକ୍ଷ୍ମଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]

ଶ୍ୟାମ ଚରଣ ହାଁସଦା
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଚୈତନ୍ୟ ପ୍ରସାଦ ମାଝି
ପର ଅଧିକାରୀଦ୍ରୌପଦୀ ମୁର୍ମୁ
ନିର୍ବାଚନ ମଣ୍ଡଳୀରାଇରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1965-07-03) ୩ ଜୁଲାଇ ୧୯୬୫ (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଯଶୋଦାମଣି ହାଁସଦା
ବାପା/ବୋଉଗୋପିନାଥ ହାଁସଦା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଶ୍ୟାମ ଚରଣ ହାଁସଦା ୧୯୬୫ ମସିହାର ଜୁଲାଇ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୋପିନାଥ ହାଁସଦା ଏବଂ ପତ୍ନୀଙ୍କ ନାମ ଯଶୋଦାମଣି ହାଁସଦା ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଶ୍ୟାମ ଚରଣ ହାଁସଦା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Shyam Charan Hansdah". odishaassembly.nic.in. Odisha Assembly. Retrieved 26 October 2019.