ସକଳ ତୀର୍ଥ ତୋ ଚରଣେ

୧୯୯୫ର ଓଡ଼ିଆ କଥାଚିତ୍ର

ସକଳ ତୀର୍ଥ ତୋ ଚରଣେ, ୧୯୯୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୨] ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସଂଗ୍ରାମ ବିଶ୍ୱାଳ ।[୩]

ସକଳ ତୀର୍ଥ ତୋ ଚରଣେ
ନିର୍ଦ୍ଦେଶକସଂଗ୍ରାମ ବିଶ୍ୱାଳ
କଳାକାରଉତ୍ତମ ମହାନ୍ତି, ରଚନା ବାନାର୍ଜୀ, ଅପରାଜିତା ମହାନ୍ତି, ମିହିର ଦାସ
ସଙ୍ଗୀତଏ. ଶ୍ରୀକର ପ୍ରସାଦ
ମୁକ୍ତିଲାଭ ତାରିଖ
୨୯ ସେପ୍ଟେମ୍ବର ୧୯୯୫[୧]
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୯୪ଲକ୍ଷ ୩୫ହଜାର

ଅଭିନୟସମ୍ପାଦନ କରନ୍ତୁ

ଆଧାରସମ୍ପାଦନ କରନ୍ତୁ

  1. କାଦମ୍ବିନୀ, ଅକ୍ଟୋବର ୨୦୧୧, ପୃଷ୍ଠା-୪୧
  2. "ଓଲିଉଡ଼୍‍ରେ ଏକ ଲମ୍ବା ଇନିଂସ ଖେଳିବାକୁ ପ୍ରସ୍ତୁତ ଏହି ନାୟକ | Sambad". Sambad (in Odia). ଓଡ଼ିଶା. 9 September 2018. Archived from the original on 10 September 2018. Retrieved 10 September 2018.{{cite news}}: CS1 maint: unrecognized language (link)
  3. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 August 2018. Retrieved 27 August 2018.
  4. "ଏହି ଚଳଚ୍ଚିତ୍ର ଜରିଆରେ ଓଲିଉଡ୍‌ରେ ପାଦ ରଖିଥିଲେ ରଚନା ବାନାର୍ଜୀ, ପ୍ରଥମରୁ ହିଁ ମିଳିଥିଲା ସିଦ୍ଧାନ୍ତଙ୍କ ସାଥ୍‌". sambad.in. 29 May 2018. Archived from the original on 20 October 2021. Retrieved 6 June 2018.
  5. "ଓଲିଉଡ୍‌କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.{{cite news}}: CS1 maint: unrecognized language (link)

ବାହାର ଆଧାରସମ୍ପାଦନ କରନ୍ତୁ