ସତ୍ୟବାଦୀ ନନ୍ଦ

ଓଡ଼ିଆ ରାଜନୀତିଜ୍ଞ

ସତ୍ୟବାଦୀ ନନ୍ଦ (ମୃତ୍ୟୁ: ୨୫ ଡିସେମ୍ବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ସତ୍ୟବାଦୀ ନନ୍ଦ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀପଶ୍ଚିମ ଖୋର୍ଦ୍ଧା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୫ ଡିସେମ୍ବର ୧୯୯୦(୧୯୯୦-୧୨-୨୫)
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ସତ୍ୟବାଦୀ ନନ୍ଦ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

୧୯୯୦ ମସିହାର ଡିସେମ୍ବର ୨୫ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Shatyabadi Nanda". odishaassembly.nic.in. Odisha Assembly. Retrieved 18 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୬. ISBN 978-81-89436-54-4. Retrieved 18 January 2024.{{cite book}}: CS1 maint: unrecognized language (link)