ସତ ମିଛ
୨୦୦୩ର ଓଡ଼ିଆ କଥାଚିତ୍ର
ସତ ମିଛ, ୨୦୦୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରମୋଦ କୁମାର ଦାସ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]
ସତ ମିଛ | |
---|---|
ନିର୍ଦ୍ଦେଶକ | ରାଜୁ ମିଶ୍ର |
ପ୍ରଯୋଜକ | ପ୍ରମୋଦ କୁମାର ଦାସ |
ସଂଳାପ | ଶୀର୍ଷାନନ୍ଦ ଦାସ କାନୁନ୍ଗୋ |
ଚିତ୍ରନାଟ୍ୟ | ରାଜୁ ମିଶ୍ର |
କାହାଣୀ | ରାଜୁ ମିଶ୍ର |
କଳାକାର | ସିଦ୍ଧାନ୍ତ ମହାପାତ୍ର ଉତ୍ତମ ମହାନ୍ତି ହରିହର ଅପରାଜିତା ମହାନ୍ତି ରାଇମୋହନ ପରିଡ଼ା |
ସଙ୍ଗୀତ | ରାଜୁ ମିଶ୍ର |
ଚିତ୍ରଗ୍ରହଣ | ରାଜୁ ମିଶ୍ର |
ସମ୍ପାଦକ | ଅଶୋକ ଶର୍ମା |
ମୁକ୍ତିଲାଭ ତାରିଖ | ୨୦୦୩ |
ଦେଶ | ![]() |
ଭାଷା | ଓଡ଼ିଆ |
ସିଦ୍ଧାନ୍ତ ମହାପାତ୍ର, ସାହେଲି ମୁଖାର୍ଜୀ, ଉତ୍ତମ ମହାନ୍ତି, ହରିହର ମହାପାତ୍ର, ଅପରାଜିତା ମହାନ୍ତି, ରାଇମୋହନ ପରିଡ଼ା, ନମ୍ରତା ଦାସ, ହାଡ଼ୁ, ମାମିନା, କୁନି ମିଶ୍ର, ପ୍ରେମାଞ୍ଜନ ପରିଡ଼ା, ଶରତ ପୂଜାରୀ, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟସମ୍ପାଦନ କରନ୍ତୁ
କାହାଣୀସମ୍ପାଦନ କରନ୍ତୁ
ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ରାଜୁ ମିଶ୍ର । ଗୀତିକାର ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଗୀତା ଦାଶ, ଲୋପିତା ମିଶ୍ର, ସୁନୀଲ ପରିଡ଼ା, ସୌରଭ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତସମ୍ପାଦନ କରନ୍ତୁ
କ୍ରମ | ଗୀତ | ସମୟ |
---|
ଆଧାରସମ୍ପାଦନ କରନ୍ତୁ
- ↑ "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 August 2018. Retrieved 27 August 2018.
- ↑ "ଓଲିଉଡ୍କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.
{{cite news}}
: CS1 maint: unrecognized language (link)
ବାହାର ଆଧାରସମ୍ପାଦନ କରନ୍ତୁ
- ଇଣ୍ଟରନେଟ ମୁଭି ଡାଟାବେସରେ ସତ ମିଛ