ସଦନ ନାୟକ
ଓଡ଼ିଆ ରାଜନୀତିଜ୍ଞ
ସଦନ ନାୟକ (ଜନ୍ମ: ୧ ମାର୍ଚ୍ଚ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସଦନ ନାୟକ | |
---|---|
ବିଧାୟକ: ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୯ | |
ପୂର୍ବ ଅଧିକାରୀ | ଅମର ପ୍ରସାଦ ଶତପଥୀ |
ପର ଅଧିକାରୀ | ଅମର ପ୍ରସାଦ ଶପତଥୀ |
ନିର୍ବାଚନ ମଣ୍ଡଳୀ | କୋଡ଼ିଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ମାର୍ଚ୍ଚ ୧୯୫୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପ୍ରଭାତ ନଳିନୀ ନାୟକ |
ବାପା/ବୋଉ | ମୁଦି ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାସଦନ ନାୟକ ୧୯୫୩ ମସିହାର ମାର୍ଚ୍ଚ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୁଦି ନାୟକ ଓ ପତ୍ନୀଙ୍କ ନାମ ପ୍ରଭାତ ନଳିନୀ ନାୟକ ।[୧]
ରାଜନୈତିକ ଜୀବନ
ସମ୍ପାଦନାସଦନ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୦ | ୧୯୯୦ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | ଭାରତୀୟ ଜାତୀୟ କଂଗ୍ରେସ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Sadan Nayak". odishaassembly.nic.in. Odisha Assembly. Retrieved 4 August 2022.