ସଦାନନ୍ଦ ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

ସଦାନନ୍ଦ ମହାନ୍ତି (ମୃତ୍ୟୁ: ୧୬ ନଭେମ୍ବର ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୩ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସଦାନନ୍ଦ ମହାନ୍ତି
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ପୂର୍ବ ଅଧିକାରୀଦଣ୍ଡପାଣି ସ୍ୱାଇଁ
ପର ଅଧିକାରୀସଦାନନ୍ଦ ମହାନ୍ତି
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୬ ନଭେମ୍ବର ୧୯୯୧(୧୯୯୧-୧୧-୧୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀଶକୁନ୍ତଳା ମହାନ୍ତି
ବାପା/ବୋଉବୈଷ୍ଣବ ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସଦାନନ୍ଦଙ୍କ ବାପାଙ୍କ ନାମ ବୈଷ୍ଣବ ମହାନ୍ତି ଓ ପତ୍ନୀଙ୍କ ନାମ ଶକୁନ୍ତଳା ମହାନ୍ତି ।[୧]

ରାଜନୈତିକ ଜୀବନ ସମ୍ପାଦନା

ସଦାନନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ସଦାନନ୍ଦ ୧୯୯୧ ମସିହାରେ ନଭେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Sadananda Mohanty". odishaassembly.nic.in. Odisha Assembly. Retrieved 26 January 2021.