ସଦାନନ୍ଦ ସାହୁ

ଓଡ଼ିଆ ରାଜନୀତିଜ୍ଞ

ସଦାନନ୍ଦ ସାହୁ (ମୃତ୍ୟୁ: ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ - ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସଦାନନ୍ଦ ସାହୁ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀହିମାଂଶୁ ଶେଖର ପାଢ଼ୀ, ଅନିରୁଦ୍ଧ ଦୀପ
ନିର୍ବାଚନ ମଣ୍ଡଳୀଫୁଲବାଣୀ - ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୩
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ସଦାନନ୍ଦ ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ସଦାନନ୍ଦ ୧୯୮୩ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ସେପ୍ଟେମ୍ବର ୧୯୮୩ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Sadananda Sahu". odishaassembly.nic.in. Odisha Assembly. Retrieved 24 April 2021.