ସମୟ ଖେଳୁଛି ଚକା ଭଉଁରୀ
ସମୟ ଖେଳୁଛି ଚକା ଭଉଁରୀ, ୨୦୦୨ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅରୁଣ ସାହୁ ଏବଂ ସ୍ନେହଲତା ସାହୁ । ମନୋଜ ପଣ୍ଡା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୁଧାଂଶୁ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୧][୨]
ସମୟ ଖେଳୁଛି ଚକା ଭଉଁରୀ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ମୋହନ ସାହୁ |
ପ୍ରଯୋଜକ | ଅରୁଣ ସାହୁ, ସ୍ନେହଲତା ସାହୁ |
ସଂଳାପ | (ସଂଳାପ):ରଣଜିତ ପଟ୍ଟନାୟକ |
ଚିତ୍ରନାଟ୍ୟ | ମନୋଜ ପଣ୍ଡା |
କଳାକାର | ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ମାମା ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି |
ସଙ୍ଗୀତ | ମଳୟ ମିଶ୍ର |
ଚିତ୍ରଗ୍ରହଣ | ଶ୍ରୀନିବାସ ମହାପାତ୍ର, ସଚିନ ସିଂହ |
ସମ୍ପାଦକ | ବିଶ୍ୱନାଥ ରାଓ |
ମୁକ୍ତିଲାଭ ତାରିଖ | ୨୦୦୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ[୩], ମାମା ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ରାଇଚରଣ ଦାସ, ଅଶ୍ରୁମୋଚନ ମହାନ୍ତି, ବୈଶାଳୀ ପରିଡ଼ା, ରାଇମୋହନ ପରିଡ଼ା, ପ୍ରେମାଞ୍ଜନ ପରିଡ଼ା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କିରଥିଲେ ।
ଅଭିନୟ
ସମ୍ପାଦନାକାହାଣୀ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର । ଦେବଦାସ ଛୋଟରାୟ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅଭିଜିତ୍, ମହମଦ ଅଜିଜ୍, ଇରା ମହାନ୍ତି, ଜଲି ମୁଖାର୍ଜୀ, ଅନୁରାଧା ପୌଡ଼ୱାଲ, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
ସମ୍ପାଦନାକ୍ରମ | ଗୀତ | ସମୟ |
---|
ଆଧାର
ସମ୍ପାଦନା- ↑ "ଦୁଇ ଥର ଓଲିଉଡର ଏହି ଗୁରୁ-ଶିଷ୍ୟଙ୍କର ହୋଇଥିଲା ଟକ୍କର !". sambad.in. 9 January 2018. Retrieved 30 April 2018.
- ↑ ୨.୦ ୨.୧ "ଓଲିଉଡ୍ ନାୟିକା , ବଲିଉଡ୍ ନାୟକ ! | Kanak News". Kanak News. 22 September 2017. Archived from the original on 26 October 2017. Retrieved 1 September 2018.
- ↑ "ଓଲିଉଡରେ 'ଅଗ୍ନିପରୀକ୍ଷା'". Odisha.Iive. 27 March 2018. Retrieved 30 April 2018.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
- ↑ "୭୫ ବର୍ଷ ବୟସରେ ଅଭିନେତା ଦେବୁ ବୋଷଙ୍କ ପରଲୋକ | Kanak News". Kanak News. 23 August 2018. Archived from the original on 27 August 2018. Retrieved 4 September 2018.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ସମୟ ଖେଳୁଛି ଚକା ଭଉଁରୀ