ସାକ୍ଷୀ ରହିଲା ଏ ସିଂହଦୁଆର

୧୯୯୪ର ଓଡ଼ିଆ କଥାଚିତ୍ର
(ସାଖି ରହିଲା ଏ ସିଂହଦୁଆରରୁ ଲେଉଟି ଆସିଛି)

ସାକ୍ଷୀ ରହିଲା ଏ ସିଂହଦୁଆର, ୨୦୦୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ନିର୍ମାଣ କରିଥିଲେ ସଞ୍ଜୟ ନାୟକ ।[୧]

ସାକ୍ଷୀ ରହିଲା ଏ ସିଂହଦୁଆର
ନିର୍ଦ୍ଦେଶକସଞ୍ଜୟ ନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର
ମାମା ମିଶ୍ର
ଗୁନ୍‌ଗୁନ୍
ବିଜୟ ମହାନ୍ତି
ଉତ୍ତମ ମହାନ୍ତି
ସଙ୍ଗୀତମଳୟ ମିଶ୍ର
ଚିତ୍ରଗ୍ରହଣରଞ୍ଜନ
ସମ୍ପାଦକବିଜୟ ମିଶ୍ର
ମୁକ୍ତିଲାଭ ତାରିଖ
୨୦୦୪
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୮୫ଲକ୍ଷ ୫୨ହଜାର

ସିଦ୍ଧାନ୍ତ ମହାପାତ୍ର, ମାମା ମିଶ୍ର, ବିଜୟ ମହାନ୍ତି, ତନ୍ଦ୍ରା ରାୟ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ, ଅମିତ, ଗୁନ୍‌ଗୁନ୍, କୁନା ତ୍ରିପାଠୀ, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟରେ ସମ୍ପାଦନା

ଗୀତ ଓ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।[୧] ଶ୍ରୀକାନ୍ତ ଗୌତମ, ଅରୁଣ ମନ୍ତ୍ରୀ ଆଦି ଗୀତିକାରମାନେ ଏହି କଥାଚିତ୍ରଟିରେ ଗୀତ ରଚନା କରିଥିଲେ । କୁମାର ବାପି, ବିଭୁ କିଶୋର, ଇରା ମହାନ୍ତି, ଶୈଳଭାମା ମହାପାତ୍ର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଟଦାନ କରିଥିଲେ ।

ଆଧାର ସମ୍ପାଦନା

  1. ୧.୦ ୧.୧ "ପୁଣି ଯୋଡି ହେଲେ ଓଲିଉଡର ଏହି ଦୁଇ ସେଲିବ୍ରିଟି | Sambad". Sambad. 7 September 2018. Archived from the original on 22 October 2021. Retrieved 7 September 2018.
  2. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.

ବାହାର ଆଧାର ସମ୍ପାଦନା