ସାଧୁଚରଣ ଦାସ

ଓଡ଼ିଆ ରାଜନୀତିଜ୍ଞ

ସାଧୁଚରଣ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର ଯାଜପୁରର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ସାଧୁଚରଣ ଦାସ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର ଯାଜପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ସାଧୁଚରଣ ଦାସ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Sadhu Charan Das". odishaassembly.nic.in. Odisha Assembly. Retrieved 5 December 2023.