ସାଧୁ ନେପାକ

ଓଡ଼ିଆ ରାଜନୀତିଜ୍ଞ

ସାଧୁ ନେପାକ (ଜନ୍ମ: ୨୮ ଫେବୃଆରୀ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସାଧୁ ନେପାକ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଆନନ୍ଦ ଆଚାର୍ଯ୍ୟ
ପର ଅଧିକାରୀଦେବେଶ ଆଚାର୍ଯ୍ୟ
ନିର୍ବାଚନ ମଣ୍ଡଳୀବରଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-02-28) ୨୮ ଫେବୃଆରୀ ୧୯୫୨ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରତିମା ନେପାକ
ବାପା/ବୋଉକୁଞ୍ଜ ବିହାରୀ ନେପାକ (ବାପା‌)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବା ଓ ଶିକ୍ଷା ସମ୍ପାଦନା

ସାଧୁ ନେପାକ ୧୯୫୨ ମସିହାର ଫେବୃଆରୀ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୁଞ୍ଜ ବିହାରୀ ନେପାକ ଏବଂ ପତ୍ନୀଙ୍କ ନାମ ପ୍ରତିମା ନେପାକ।[୧]

ରାଜନୈତିକ ଜୀବନ ସମ୍ପାଦନା

ସାଧୁ ନେପାକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Sadhu Nepak". odishaassembly.nic.in. Odisha Assembly. Retrieved 26 October 2021.