ସାଲୁଗା ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ସାଲୁଗା ପ୍ରଧାନ (ଜନ୍ମ: ୨୫ ଅକ୍ଟୋବର ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓଡ଼ିଶା ବିଧାନ ସଭା୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସାଲୁଗା ପ୍ରଧାନ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଜାକବ୍ ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀନାଗାର୍ଜୁନ ପ୍ରଧାନ
ପର ଅଧିକାରୀଅଜୟନ୍ତୀ ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-10-25) ୨୫ ଅକ୍ଟୋବର ୧୯୫୯ (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଗଣତନ୍ତ୍ର ପରିଷଦ
ଜୀବନ ସାଥୀସୁବେନ୍ତ୍ରୀ ପ୍ରଧାନ
ବାପା/ବୋଉରାଡ଼ୋ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସାଲୁଗା ପ୍ରଧାନ ୧୯୫୯ ମସିହାର ଅକ୍ଟୋବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଡ଼ୋ ପ୍ରଧାନ ଓ ପତ୍ନୀଙ୍କ ନାମ ସୁବେନ୍ତ୍ରୀ ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ସାଲୁଗା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Saluga Pradhan". odishaassembly.nic.in. Odisha Assembly. Retrieved 30 April 2021.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Saluga Pradhan-ସମ୍ପର୍କିତ ମିଡ଼ିଆ