ସାଲେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ସାଲେପୁର (କ୍ରମିକ ସଂଖ୍ୟା: ୯୪) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସାଲେପୁର ବ୍ଳକ ଓ ଟାଙ୍ଗୀ-ଚୌଦ୍ୱାର ବ୍ଳକର କିଛି ଅଞ୍ଚଳ ।[୨][୩]

ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୧୧,୩୭୯
ଜିଲ୍ଲା: କଟକ
ଲୋକ ସଭା ନିର୍ବାଚନ ମଣ୍ଡଳୀ: କେନ୍ଦ୍ରାପଡ଼ା
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ ବେହେରା, ଭାରତୀୟ ଜନତା ପାର୍ଟିର ପାର୍ଥି ପ୍ରକାଶ ଚନ୍ଦ୍ର ବେହେରାଙ୍କଠାରୁ ୩୨୨୧୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।

ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ବେହେରା ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କଠାରୁ ୨୧୧୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ବେହେରାଙ୍କଠାରୁ ୧,୨୭୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ସାଲେପୁର [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ଚନ୍ଦ୍ର ସାରଥି ବେହେରା ୬୬,୩୭୫ ୪୭.୩୫ -
କଂଗ୍ରେସ ପ୍ରକାଶ ଚନ୍ଦ୍ର ବେହେରା ୬୫,୦୯୮ ୪୬.୪୪ -
ଭାଜପା ଓମ ପ୍ରକାଶ ରାୟ ୫,୯୦୬ ୪.୨୧ -
ସ୍ୱାଧୀନ ଗୀତା ଦାସ ୧,୨୨୯ ୦.୮୮ -
ତୃଣମୂଳ କଂଗ୍ରେସ ରମେଶ ଚନ୍ଦ୍ର ନାୟକ ୯୮୦ ୦.୭୦ -
କଳିଙ୍ଗ ସେନା ସଞ୍ଜୟ କୁମାର ଲେଙ୍କା ୬୦୨ ୦.୪୩ -
ଭୋଟ ବ୍ୟବଧାନ ୧,୨୭୭ ୦.୯୧* -
ମତଦାନ ହାର ୧,୪୦,୧୯୮ ୭୦.୧୭ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Salipur Assembly Election 2009, Orissa". empoweringindia.org. Retrieved 17 June 2013. Constituency: Salipur (94)
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 2277
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 41-Salepur Constituency of ORISSA". eci.nic.in. 2006. Retrieved 17 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା