ସୁବାସ ଗଣ୍ଡ

ଓଡ଼ିଆ ରାଜନୀତିଜ୍ଞ

ସୁବାସ ଗଣ୍ଡ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୧୧ ଉମରକୋଟ ଉପ-ନିର୍ବାଚନ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସୁବାସ ଗଣ୍ଡ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୪ ଡିସେମ୍ବର ୨୦୧୧ – ୨୦୧୯
ପୂର୍ବ ଅଧିକାରୀଜଗବନ୍ଧୁ ମାଝି
ପର ଅଧିକାରୀନିତ୍ୟାନନ୍ଦ ଗଣ୍ଡ
ନିର୍ବାଚନ ମଣ୍ଡଳୀଉମରକୋଟ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ସୁବାସ ଗଣ୍ଡ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Subash Gond". odishaassembly.nic.in. Odisha Assembly. Retrieved 30 March 2022.