ସୁରେନ୍ଦ୍ର ସିଂହ ଭୋଇ

ଓଡ଼ିଆ ରାଜନୀତିଜ୍ଞ

ସୁରେନ୍ଦ୍ର ସିଂହ ଭୋଇ (ଜନ୍ମ: ୬ ମଇ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସଇଁତଳା ଓ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସୁରେନ୍ଦ୍ର ସିଂହ ଭୋଇ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଯୋଗେନ୍ଦ୍ର ବେହେରା
ପର ଅଧିକାରୀଟୁକୁନି ସାହୁ
ନିର୍ବାଚନ ମଣ୍ଡଳୀଟିଟିଲାଗଡ଼
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ନିର୍ବାଚନ ମଣ୍ଡଳୀସଇଁତଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1961-06-05) ୫ ଜୁନ ୧୯୬୧ (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମୋନିକା ସିଂହ ଦେଓ
ବାପା/ବୋଉରମେଶ ଚନ୍ଦ୍ର ସିଂହ ଭୋଇ (ବାପା‌)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ

ସୁରେନ୍ଦ୍ର ସିଂହ ଭୋଇ ୧୯୬୧ ମସିହାର ମଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରମେଶ ଚନ୍ଦ୍ର ସିଂହ ଭୋଇ ଓ ପତ୍ନୀଙ୍କ ନାମ ମୋନିକା ସିଂହ ଦେଓ ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ସୁରେନ୍ଦ୍ର ସିଂହ ଭୋଇ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୯୯ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ସଇଁତଳା ଭାରତୀୟ ଜାତୀୟ କଂଗ୍ରେସ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ସଇଁତଳା ଭାରତୀୟ ଜାତୀୟ କଂଗ୍ରେସ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଟିଟଲାଗଡ଼ ଭାରତୀୟ ଜାତୀୟ କଂଗ୍ରେସ

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Surendra Singh Bhoi". odishaassembly.nic.in. Odisha Assembly. Retrieved 1 October 2021.