ସୁରେନ୍ଦ୍ର ସେଠୀ

ଓଡ଼ିଆ ରାଜନୀତିଜ୍ଞ

ସୁରେନ୍ଦ୍ର ସେଠୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସୁରେନ୍ଦ୍ର ସେଠୀ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀରବି ମଲ୍ଲିକ
ପର ଅଧିକାରୀତୁଷାରକାନ୍ତି ବେହେରା
ନିର୍ବାଚନ ମଣ୍ଡଳୀକାକଟପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Surendra Sethi". odishaassembly.nic.in. Odisha Assembly. Retrieved 11 March 2021.