ସୁଶାନ୍ତ କୁମାର ବେହେରା

ଓଡ଼ିଆ ରାଜନୀତିଜ୍ଞ

ସୁଶାନ୍ତ କୁମାର ବେହେରା (ଜନ୍ମ: ୧୭ ମାର୍ଚ୍ଚ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁଶାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସୁଶାନ୍ତ କୁମାର ବେହେରା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀଖଗେଶ୍ୱର ବେହେରା
ନିର୍ବାଚନ ମଣ୍ଡଳୀଛେଣ୍ଡିପଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-03-17) ୧୭ ମାର୍ଚ୍ଚ ୧୯୬୯ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀକୁମୁଦିନୀ ବେହେରା
ସନ୍ତାନ
ବାପା/ବୋଉପଦ୍ମ ଚରଣ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସୁଶାନ୍ତ ୧୯୬୯ ମସିହାର ମାର୍ଚ୍ଚ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପଦ୍ମ ଚରଣ ବେହେରା ଓ ପତ୍ନୀଙ୍କ ନାମ କୁମୁଦିନୀ ବେହେରା ।[୧]

ରାଜନୈତିକ ଜୀବନ ସମ୍ପାଦନା

ସୁଶାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

ଆଧାର ସମ୍ପାଦନା

  1. "Shri Sushant Kumar Behera". odishaassembly.nic.in. Odisha Assembly. Retrieved 13 July 2020.
  2. "ସବୁ ଦଳର ମୁଣ୍ଡବିନ୍ଧା 'ଅସନ୍ତୁଷ୍ଟ' | Sambad27 February 2019". sambad.in. Archived from the original on 12 July 2020. Retrieved 12 July 2020.