ସୁଶାନ୍ତ କୁମାର ବେହେରା

ଓଡ଼ିଆ ରାଜନୀତିଜ୍ଞ

ସୁଶାନ୍ତ କୁମାର ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁଶାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସୁଶାନ୍ତ କୁମାର ବେହେରା
Sushant Kumar Behera.jpg
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀଖଗେଶ୍ୱର ବେହେରା
ନିର୍ବାଚନ ମଣ୍ଡଳୀଛେଣ୍ଡିପଦା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ସୁଶାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

ଆଧାରସମ୍ପାଦନ କରନ୍ତୁ

  1. "Shri Sushant Kumar Behera". odishaassembly.nic.in. Odisha Assembly. Retrieved 13 July 2020. Cite has empty unknown parameter: |dead-url= (help)
  2. "ସବୁ ଦଳର ମୁଣ୍ଡବିନ୍ଧା 'ଅସନ୍ତୁଷ୍ଟ' | Sambad". sambad.in. 27 February 2019. Archived from the original on 12 July 2020. Retrieved 12 July 2020.