ସୁଶାନ୍ତ କୁମାର ରାଉତ

ଓଡ଼ିଆ ରାଜନୀତିଜ୍ଞ

ସୁଶାନ୍ତ କୁମାର ରାଉତ (ଜନ୍ମ: ୧ ଜୁନ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁଶାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସୁଶାନ୍ତ କୁମାର ରାଉତ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀପ୍ରିୟଦର୍ଶୀ ମିଶ୍ର
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର (ଉତ୍ତର)
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-06-01) ୧ ଜୁନ ୧୯୭୩ (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଅରୁନ୍ଧତୀ ଲେଙ୍କା
ବାପା/ବୋଉଭକ୍ତ ଚରଣ ରାଉତ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସୁଶାନ୍ତ କୁମାର ରାଉତ ୧୯୭୩ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଭକ୍ତ ଚରଣ ରାଉତ ଏବଂ ପତ୍ନୀଙ୍କ ନାମ ଅରୁନ୍ଧତୀ ଲେଙ୍କା ।[୧] ସୁଶାନ୍ତଙ୍କ ଶିକ୍ଷାଗତ ଯୋଗ୍ୟତା ଏମ୍.ବି.ଏ. ।[୧]

ରାଜନୈତିକ ଜୀବନ ସମ୍ପାଦନା

ସୁଶାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Susant Kumar Rout". odishaassembly.nic.in. Odisha Assembly. Retrieved 24 May 2020.