ସୁହାଗ ସିନ୍ଦୂର

୧୯୯୬ର ଓଡ଼ିଆ କଥାଚିତ୍ର


ହର ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ସୁହାଗ ସିନ୍ଦୂର [୩] ୧୯୯୬ ମସିହାରେ ମୁକ୍ତିଲାଭ କରିଥିଲା ।

ସୁହାଗ ସିନ୍ଦୂର
ନିର୍ଦ୍ଦେଶକହର ପଟ୍ଟନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ଦେବୁ ବୋଷ, ହର ପଟ୍ଟନାୟକ
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୬
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୮୭ଲକ୍ଷ ୮୫ହଜାର
ମୋଟ ଆୟIndian Rupee ₹ ୨କୋଟି

ଅଭିନୟରେସମ୍ପାଦନ କରନ୍ତୁ

ଓଡ଼ିଆ କଥାଚିତ୍ର ‘ସୁହାଗ ସିନ୍ଦୂର’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାରସମ୍ପାଦନ କରନ୍ତୁ

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. ଇଣ୍ଟରନେଟ ମୁଭି ଡାଟାବେସରେ ସୁହାଗ ସିନ୍ଦୂର