ସୂର୍ଯ୍ୟ ନାରାୟଣ ମାଝି

ଓଡ଼ିଆ ରାଜନେତା

ସୂର୍ଯ୍ୟ ନାରାୟଣ ମାଝି ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସୂର୍ଯ୍ୟ ନାରାୟଣ ମାଝି
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀମହାଦେବ ବକ୍ରିଆ
ପର ଅଧିକାରୀଧନସାୟୀ ରଣଧୀର
ନିର୍ବାଚନ ମଣ୍ଡଳୀକୋଟପାଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୪
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉବଳି ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସୂର୍ଯ୍ୟ ନାରାୟଣ ମାଝିଙ୍କ ବାପାଙ୍କ ନାମ ବଳି ମାଝି ।[୧]

ରାଜନୈତିକ ଜୀବନ ସମ୍ପାଦନା

ସୂର୍ଯ୍ୟ ନାରାୟଣ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ସୂର୍ଯ୍ୟ ନାରାୟଣ ମାଝି ୧୯୮୪ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Surjya Narayan Majhi". odishaassembly.nic.in. Odisha Assembly. Retrieved 6 March 2022.