ସୋମନାଥ ପଣ୍ଡା

ଓଡ଼ିଆ ରାଜନୀତିଜ୍ଞ

ସୋମନାଥ ପଣ୍ଡା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ସୋମନାଥ ପଣ୍ଡା
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ସୋମନାଥ ପଣ୍ଡା କଂଗ୍ରେସ ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Somanath Panda". odishaassembly.nic.in. Odisha Assembly. Retrieved 15 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 15 January 2024.{{cite book}}: CS1 maint: unrecognized language (link)