ସୌଭାଗ୍ୟବତୀ

୧୯୯୮ର ଓଡ଼ିଆ କଥାଚିତ୍ର

ସୌଭାଗ୍ୟବତୀ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରଣଜିତ ରାଉତ । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨]

ସୌଭାଗ୍ୟବତୀ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକରଣଜିତ ରାଉତ
ସଂଳାପରମେଶ ପାଣିଗ୍ରାହୀ
ଚିତ୍ରନାଟ୍ୟବସନ୍ତ ସାହୁ
କାହାଣୀବସନ୍ତ ସାହୁ
କଳାକାରସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ଚିତ୍ରଗ୍ରହଣଦିଲୀପ ରାୟ
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୧୯୯୮
ଦେଶ ଭାରତ
ଭାଷାଓଡ଼ିଆ

ସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅଶ୍ରୁମୋଚନ ମହାନ୍ତି, ରାକେଶ ଜୈନ, ଦେବୁ ବୋଷ, ସୁରେଶ ବଳ, ଜୟୀରାମ ସାମଲ, ରବି ମିଶ୍ର, ସରୋଜ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟସମ୍ପାଦନ କରନ୍ତୁ

କାହାଣୀସମ୍ପାଦନ କରନ୍ତୁ

ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ଶ୍ରୀକାନ୍ତ ଦାସ ଓ ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଗୀତସମ୍ପାଦନ କରନ୍ତୁ

କ୍ରମଗୀତସମୟ

ଆଧାରସମ୍ପାଦନ କରନ୍ତୁ

  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
  2. "ଏହି ବରିଷ୍ଠ ନିର୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.

ବାହାର ଆଧାରସମ୍ପାଦନ କରନ୍ତୁ