ସ୍ୱପ୍ନ ସାଗର

୧୯୮୩ର ଓଡ଼ିଆ କଥାଚିତ୍ର

ସ୍ୱପ୍ନ ସାଗର (English: Swapna Sagara) ଏକ ଓଡ଼ିଆ ଚଳଚ୍ଚିତ୍ର । ଏହା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ[୨] ନିର୍ମିତ ଓ ୧୯୮୩ ମସିହାରେ ମୁକ୍ତିଲାଭ କରିଥିଲା । ପ୍ରଶାନ୍ତ ନନ୍ଦ ଏହାର ପ୍ରଯୋଜନା, ନିର୍ଦ୍ଦେଶନା, କାହାଣୀ ରଚନା କରିଥିବା ବେଳେ ଓ ଚିତ୍ରନାଟ୍ୟ ଓ ସଂଗୀତ ସଂଯୋଜନା ଅକ୍ଷୟ ମହାନ୍ତି କରିଥିଲେ । ଓଡ଼ିଆ ସିନେମା ଇତିହାସରେ ଏହା ପ୍ରଥମ ଓଡ଼ିଆ ୭୦ ଏମ.ଏମ. ଚଳଚ୍ଚିତ୍ର ।[୩]

ସ୍ୱପ୍ନ ସାଗର
ନିର୍ଦ୍ଦେଶକପ୍ରଶାନ୍ତ ନନ୍ଦ
ପ୍ରଯୋଜକପ୍ରଶାନ୍ତ ନନ୍ଦ
ସଂଳାପପ୍ରଶାନ୍ତ ନନ୍ଦ
ଚିତ୍ରନାଟ୍ୟପ୍ରଶାନ୍ତ ନନ୍ଦ
କାହାଣୀପ୍ରଶାନ୍ତ ନନ୍ଦ
କଳାକାରପ୍ରଶାନ୍ତ ନନ୍ଦ, ମହାଶ୍ୱେତା ରାୟ, ଅନିତା ଦାସ, ହେମନ୍ତ ଦାସ, ବିଜୟ ମହାନ୍ତି, ଶ୍ରୀରାମ ପଣ୍ଡା
ସଙ୍ଗୀତଅକ୍ଷୟ ମହାନ୍ତି
ଚିତ୍ରଗ୍ରହଣଭାନୁ କୁମାର, ରାଜନ୍ କିନାଗୀ[୧]
ମୁକ୍ତିଲାଭ ତାରିଖ
୧୯୮୩

ଅଭିନୟରେସମ୍ପାଦନ କରନ୍ତୁ

ଓଡ଼ିଆଚଳଚ୍ଚିତ୍ର ‘ସ୍ୱପ୍ନ ସାଗର’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ସଙ୍ଗୀତସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି[୨]

ଗୀତସମ୍ପାଦନ କରନ୍ତୁ

  • ଚିଠି ମୋର ଟିକି ଚଢ଼େଇ
  • ସେଇ ଦୀପ ଅଛି, ସେଇ ଫୁଲ ଅଛି
  • ଏଇ ପାଣିରେ ପାଣିରେ
  • ବାଟୋଇ ଭାଇ
  • ଶୀକାରି ଶିକାରି

ଆଧାରସମ୍ପାଦନ କରନ୍ତୁ

  1. ପ୍ରଣବ ଦାସ (17 July 2022). "ପରଦା ପଛର କାହାଣୀ". ନିତିଦିନ (ନଜର୍). p. 14. Archived from the original on 18 July 2022. Retrieved 18 July 2022.
  2. ୨.୦ ୨.୧ "ସଙ୍ଗୀତକାର ଅକ୍ଷୟ ମହାନ୍ତି ଏବଂ ଓଡ଼ିଆ ସିନେ ନିର୍ଦ୍ଦେଶକ". sambad.in. 12 October 2017. Retrieved 11 July 2018.
  3. "Orissa Cinema :: History of Orissa Cinema, Chronology of Orissa Films". orissacinema.com. Retrieved 2009-02-27.
  4. "ଅନୀତା ଦାସଙ୍କ ବିୟୋଗରେ ଓଲିଉଡରେ ଶୋକ : ପ୍ରିୟ ମଣିଷଙ୍କୁ ମନେପକାଇଲେ ଅଭିନେତା-ଅଭିନେତ୍ରୀ". sambad.in. 11 May 2018. Retrieved 6 June 2018.
  5. "ଓଡ଼ିଆ ସିନେ ଅଭିନେତ୍ରୀ ଅନିତା ଦାସଙ୍କ ପରଲୋକ". OTV Khabar. 11 May 2018. Archived from the original on 14 January 2019. Retrieved 14 January 2019.
  6. "ଏହି ଅଧୁରା ସ୍ୱପ୍ନ ଛାଡି ଚାଲିଗଲେ ଅନୀତା ଦାସ". sambad.in. 12 May 2018. Retrieved 6 June 2018.
  7. "ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅନାଥ କରି ଚାଲିଗଲେ ଓଲିଉଡର ମା' | Kanak News". Kanak News. kanaknews.com. 11 May 2018. Archived from the original on 9 September 2020. Retrieved 9 September 2020.
  8. "ଷ୍ଟାଇଲ ମାଷ୍ଟର ବିଜୟ" (PDF). ନିତିଦିନ. 8 April 2018. Retrieved 30 August 2018.
  9. "ଏହି ସିନେମା ପାଇଁ ମହାଶ୍ୱେତା ଭଏସ୍‌ ଡବିଂ କରି ନ ଥିଲେ ! | Sambad". Sambad. 1 February 2018. Archived from the original on 24 August 2018. Retrieved 24 August 2018.

ବାହାର ଆଧାରସମ୍ପାଦନ କରନ୍ତୁ

ଆହୁରି ଦେଖନ୍ତୁସମ୍ପାଦନ କରନ୍ତୁ