ହରିପାଣି ଜେନ୍ନା

ଓଡ଼ିଆ ରାଜନୀତିଜ୍ଞ

ହରିପାଣି ଜେନ୍ନା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ଗଠିତ ହୋଇଥିବା ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ସେ ମନୋନୀତ ହୋଇଥିଲେ ।[୧]

ହରିପାଣି ଜେନ୍ନା
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀମନୋନୀତ ପ୍ରାର୍ଥୀ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ହରିପାଣି ଜେନ୍ନା ଜଣେ ମନୋନୀତ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧][୨]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Hari Pani Jennah". odishaassembly.nic.in. Odisha Assembly. Retrieved 10 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 10 November 2023.{{cite book}}: CS1 maint: unrecognized language (link)