ହରିହର ଦାସ (୧୯୨୨ ଜନ୍ମ)

ଓଡ଼ିଆ ରାଜନେତା

ହରିହର ଦାସ (୧ ଜାନୁଆରୀ ୧୯୨୨ - ୧୧ ଅଗଷ୍ଟ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୁଷୋତ୍ତମପୁରପଶ୍ଚିମ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ହରିହର ଦାସ
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା(ଉପ)
କାର୍ଯ୍ୟକାଳ
୧୯୫୨ – ୧୯୭୩
ନିର୍ବାଚନ ମଣ୍ଡଳୀପୁରୁଷୋତ୍ତମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-01-01)୧ ଜାନୁଆରୀ ୧୯୨୨
ମୃତ୍ୟୁ୧୧ ଅଗଷ୍ଟ ୧୯୯୯(1999-08-11) (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉବିଶ୍ୱନାଥ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ହରିହର ଦାସ ୧୯୨୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶ୍ୱନାଥ ଦାସ ।[୧]

ରାଜନୈତିକ ଜୀବନ ସମ୍ପାଦନା

ହରିହର ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ହରିହର ଦାସ ୧୯୯୯ ମସିହାର ଅଗଷ୍ଟ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Harihar Das". odishaassembly.nic.in. Odisha Assembly. Retrieved 14 January 2023.