ହେମେନ୍ଦ୍ର ପ୍ରସାଦ ମହାପାତ୍ର
ଓଡ଼ିଆ ରାଜନୀତିଜ୍ଞ
ହେମେନ୍ଦ୍ର ପ୍ରସାଦ ମହାପାତ୍ର (ଜନ୍ମ: ୨ ଜାନୁଆରୀ ୧୯୩୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ହେମେନ୍ଦ୍ର ପ୍ରସାଦ ମହାପାତ୍ର | |
---|---|
ବିଧାୟକ: ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୭୩ | |
ପୂର୍ବ ଅଧିକାରୀ | ଅର୍ଜୁନ ନାଏକ |
ପର ଅଧିକାରୀ | ବେଣୁଧର ନାୟକ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଜାନୁଆରୀ ୧୯୩୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | କୁଞ୍ଜଲତା ମହାପାତ୍ର |
ବାପା/ବୋଉ | ବଳରାମ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାହେମେନ୍ଦ୍ର ୧୯୩୪ ମସିହାର ଜାନୁଆରୀ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳରାମ ମହାପାତ୍ର ଓ ପତ୍ନୀଙ୍କ ନାମ କୁଞ୍ଜଲତା ମହାପାତ୍ର ।[୧]
ରାଜନୈତିକ ଜୀବନ
ସମ୍ପାଦନାହେମେନ୍ଦ୍ର ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ବଣାଇ | ସ୍ୱତନ୍ତ୍ର ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ବଣାଇ | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ବଣାଇ | ସ୍ୱତନ୍ତ୍ର ପାର୍ଟି |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Hemendra Prasad Mahapatra". odishaassembly.nic.in. Odisha Assembly. Retrieved 3 December 2020.