ଜଗନ୍ନାଥ ମିଶ୍ର

ଓଡ଼ିଆ ରାଜନେତା
(Jagannath Mishraରୁ ଲେଉଟି ଆସିଛି)

ଜଗନ୍ନାଥ ମିଶ୍ର (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜଗନ୍ନାଥ ମିଶ୍ର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନାଲା କୁର୍ମୁ ନାୟକଲୁ ଦୋରା
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଜଗନ୍ନାଥ ମିଶ୍ର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଜଗନ୍ନାଥ ମିଶ୍ର ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ । ୧୨ ଫେବୃଆରୀ ୧୯୯୨ରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Jagannath Mishra". odishaassembly.nic.in. Odisha Assembly. Retrieved 21 June 2022.