ଝିତ୍ରୁ ନାଏକ
ଓଡ଼ିଆ ରାଜନୀତିଜ୍ଞ
(Jhitru Naikରୁ ଲେଉଟି ଆସିଛି)
ଝିତ୍ରୁ ନାଏକ (ମୃତ୍ୟୁ: ୧୬ ନଭେମ୍ବର ୧୯୮୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଝିତ୍ରୁ ନାଏକ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | କୋଡ଼ିଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୬ ନଭେମ୍ବର ୧୯୮୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ବାପା/ବୋଉ | ପାକୁଲ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଝିତ୍ରୁ ନାଏକଙ୍କ ବାପାଙ୍କ ନାମ ପାକୁଲ ନାଏକ ।[୧]
ରାଜନୈତିକ ଜୀବନ
ସମ୍ପାଦନାଝିତ୍ରୁ ନାଏକ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଝିତ୍ରୁ ନାଏକ ୧୯୮୧ ମସିହାର ନଭେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Jhitru Naik". odishaassembly.nic.in. Odisha Assembly. Retrieved 21 October 2022.