ମହୀଧର ରଣା
ମହୀଧର ରଣା (ଜନ୍ମ: ୫ ଅପ୍ରେଲ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମହୀଧର ରଣା | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୨୪ | |
ପୂର୍ବ ଅଧିକାରୀ | ଭଗବାନ କହଁର |
ପର ଅଧିକାରୀ | କହ୍ନାଇ ଚରଣ ଦଙ୍ଗ |
ନିର୍ବାଚନ ମଣ୍ଡଳୀ | କଣ୍ଟାମାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଅପ୍ରେଲ ୧୯୬୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଅଇଁଲା ରଣା |
ବାପା/ବୋଉ | ଗର୍ଜନ ରଣା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମହୀଧର ରଣା ୧୯୬୯ ମସିହାର ଅପ୍ରେଲ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗର୍ଜନ ରଣା ଓ ପତ୍ନୀଙ୍କ ନାମ ଅଇଁଲା ରଣା ।[୧]
ରାଜନୈତିକ ଜୀବନ
ସମ୍ପାଦନାମହୀଧର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧] ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୧,୨୦୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ମହୀଧର ରଣାଙ୍କୁ ୭,୧୪୯ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Mahidhar Rana". odishaassembly.nic.in. Odisha Assembly. Retrieved 14 April 2021.
- ↑ "General Election to Assembly Constituencies 2024: Kantamal (Odisha)". Election Commission of India. Retrieved 27 June 2024.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Mahidhar Rana-ସମ୍ପର୍କିତ ମିଡ଼ିଆ