ନୂଆପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ
(Nuapada Assembly constituencyରୁ ଲେଉଟି ଆସିଛି)

ନୂଆପଡ଼ା (କ୍ରମିକ ସଂଖ୍ୟା: ୭୧) ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଖଡ଼ିଆଳ ରୋଡ‍ (ବି), ନୂଆପଡ଼ା ବ୍ଳକ ଓ କୋମନା ବ୍ଳକ ।[][]

ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୭,୨୨୧
ଜିଲ୍ଲା: ନୂଆପଡ଼ା
ଲୋକ ସଭା ନିର୍ବାଚନ ମଣ୍ଡଳୀ: କଳାହାଣ୍ଡି
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡା ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ୯୬୧୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡାଙ୍କଠାରୁ ୨୨,୬୨୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[]

୨୦୦୯ ନିର୍ବାଚନ ଫଳାଫଳ

ସମ୍ପାଦନା
୨୦୦୯ ବିଧାନ ସଭା ନିର୍ବାଚନ, ନିର୍ବାଚନ ମଣ୍ଡଳୀ []
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ରାଜେନ୍ଦ୍ର ଢୋଲକିଆ ୫୬,୮୭୪ ୪୧.୬୨ -
ଭାଜପା ବସନ୍ତ କୁମାର ପଣ୍ଡା ୩୪,୨୫୪ ୨୫.୦୭ -
କଂଗ୍ରେସ ସରୋଜ କୁମାର ସାହୁ ୨୨,୪୫୦ ୧୬.୪୩ -
ବସପା ଘାସି ରାମ ମାଝି ୧୭,୮୨୩ ୧୩.୦୪ -
ସମୃଦ୍ଧ ଓଡ଼ିଶା ସୁରେନ୍ଦ୍ର ପ୍ରସାଦ ପଣ୍ଡା ୩,୧୯୨ ୨.୩୪ -
ଆରପିଆଇ (ଆ) ନିତ୍ୟାନନ୍ଦ ଭୋଇ ୨,୦୫୬ ୧.୫୦ -
ଭୋଟ ବ୍ୟବଧାନ ୨୨,୬୨୦ ୧୬.୫୫* -
ମତଦାନ ହାର ୧,୩୬,୬୫୬ ୬୯.୨୫ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ

ସମ୍ପାଦନା

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୪ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [][]

  1. Assembly Constituencies and their Extent
  2. Seats of Odisha
  3. ୩.୦ ୩.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  4. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  5. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  6. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf